Narendra Modi: ଦେଶର ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦୀ

Sun, 09 Jun 2024-8:52 pm,

ଇତିହାସକୁ ଦ୍ୱିତୀୟଥର ପାଇଁ ଦୋହରାଇଛନ୍ତି ନରେନ୍ଦ୍ର ମୋଦୀ । ଜବାହରଲାଲ ନେହରୁଙ୍କ ପରେ ପ୍ରଥମଥର ପାଇଁ କ୍ରମାଗତ ଭାବେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦୀ । ଦୁଇପାଳିରେ ବିଜେପି ଏକକ ବହୁମତ ହାସଲ କରିଥିଲେ ବି ଏଥର ଏନଡିଏ ମେଣ୍ଟ ସହଯୋଗୀଙ୍କ ଭରସାରେ ସରକାର ଗଠନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ତୃତୀୟ ଥର ପାଇଁ ତାଙ୍କ ଶପଥଗ୍ରହଣ ସମାରୋହ ବେଶ ଜାକ ଜମକରେ ହୋଇଛି । କେବଳ ପାକିସ୍ତାନ ଓ ଚୀନକୁ ଛାଡି ଅନ୍ୟ ସମସ୍ତ ପଡୋଶୀ ଦେଶର ମାନ୍ୟଗଣ୍ୟ ବ୍ୟକ୍ତିମାନେ ଶପଥ ଗ୍ରହଣ ସମାରୋହରେ ସାମିଲ ହୋଇଛନ୍ତି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link