Cyclone Dana: ଭୟ କରନ୍ତୁ ନାହିଁ, ସଜାଗ ରୁହନ୍ତୁ, ପ୍ରଶାସନକୁ ସହଯୋଗ କରନ୍ତୁ, ଶୁଣନ୍ତୁ କ`ଣ କହିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ପ୍ରିୟମ୍ବଦା ରଣା Wed, 23 Oct 2024-2:04 pm,

Cyclone Dana: ବାତ୍ୟା ପରିପ୍ରେକ୍ଷୀରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କ ଉଦ୍ଦେଶ୍ୟ ରେ ଏକ ବାର୍ତ୍ତା ଦେଇ କହିଛନ୍ତି ଯେ ବାତ୍ୟା ଆସୁଥିବା ଖବର ପାଇ ଆମେ ସମସ୍ତେ ଚିନ୍ତିତ.ପୂର୍ବରୁ ଆମେ ସମସ୍ତେ ମିଶି ସଫଳତା ସହ ଅନେକ ବାତ୍ୟାର ମୁକାବିଲା କରିଛେ.ଆମର ଏକ ବହୁତ effective disaster management policy ଅଛି. ତେଣୁ  ଆପଣମାନଙ୍କୁ ମୋର ଅନୁରୋଧ ବାତ୍ୟା ପାଇଁ  ଆପଣ ମାନେ ଭୟଭୀତ  ହୁଅନ୍ତୁ ନାହିଁ.  ସଜାଗ ରୁହନ୍ତୁ. ଜୀବନ ଅମୁଲ୍ୟ. ନିରାପଦ ରୁହନ୍ତୁ.ବାତ୍ୟା ମୁକାବିଲା ରେ ପ୍ରଶାସନକୁ ପୁରା ସହଯୋଗ ଦିଅନ୍ତୁ.

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link