Shourin Bhatt: କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ପାଇଁ ବଢିଲା ଅଡ଼ୁଆ, ଜାରିହେବ NBW

ରଶ୍ମିତା ସାହୁ Tue, 03 Oct 2023-5:13 pm,

କଣ୍ଠଶିଳ୍ପୀ ସୌରୀନ ଭଟଙ୍କ ପାଇଁ ବଢ଼ିଲା ଆହୁରି ଅଡ଼ୁଆ । ସୌରୀନ ଭଟଙ୍କ ବିରୁଦ୍ଧରେ ଜାରି ହେବ ଏନ ବି ଡବ୍ଲୁ । ଜାମିନ ବିହୀନ ଗିରଫ ପରୱାନା ପାଇଁ କୋର୍ଟରେ ଆବେଦନ କରିବ କମିଶନରେଟ ପୋଲିସ। ସୌରୀନ ଦୀର୍ଘ ଦିନ ଧରି ତଦନ୍ତରେ ସହଯୋଗ ନ କରିବାରୁ ଏପରି ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି କଟକ ଡିସିପି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link