NDA Meeting: ମୋଦୀ NDA ସଂସଦୀୟ ଦଳ ନେତା ନିର୍ବାଚିତ, ପ୍ରସ୍ତାବ ରଖିଥିଲେ ରାଜନାଥ

Fri, 07 Jun 2024-2:52 pm,

ଏନଡିଏ ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ ହେବା ପରେ ମୋଦୀ କହିଛନ୍ତି, ଏନଡିଏ ହେଉଛି ଭାରତର ସବୁଠୁ ସଫଳ ନିର୍ବାଚନ ପୂର୍ବବର୍ତ୍ତୀ ମେଣ୍ଟ । ଏଥିସହ ତାଙ୍କୁ ଏହି ମେଣ୍ଟର ନେତା ଭାବେ ନିର୍ବାଚିତ କରିଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି । ଏଥିସହ ନୂଆକରି ବିଜୟୀ ହେଇ ଆସିଥିବା ସାଂସଦଙ୍କୁ ଧନ୍ୟବାଦ ଦେଇଛନ୍ତି ମୋଦୀ । ଆଉ କହିଛନ୍ତି , ଏହା ତାଙ୍କର ସୌଭାଗ୍ୟ, ସର୍ବସମ୍ମତି କ୍ରମେ ତାଙ୍କୁ ନେତା ଭାବେ ନିର୍ବାଚିତ କରାଯାଇଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link