Odisha Big News: ରାଜ୍ୟର ୫ ଟି ବଡ଼ ଖବର କେବଳ ଚୁଟକି ରେ।

ପ୍ରିୟମ୍ବଦା ରଣା Thu, 17 Aug 2023-12:49 pm,

Odisha Big News: ଆସନ୍ତା ୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସକାଳେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ସୀତାରମଣ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ କରାଯାଇଥିଲା

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link