Odisha Big News: ଜାଣନ୍ତୁ କ`ଣ ରହିଛି ଆଜିର ୫ଟି ବଡ଼ ଖବର

ପ୍ରିୟମ୍ବଦା ରଣା Wed, 23 Aug 2023-12:39 pm,

Odisha Big News: ଆଉ କେଇ ଘଣ୍ଟାର ଅପେକ୍ଷା । ଭାରତ ଲେଖିବ ଚନ୍ଦ୍ର କାହାଣୀ । ଚନ୍ଦ୍ରରେ ଗୃହପ୍ରବେଶ କରିବ ଚନ୍ଦ୍ରୟାନ-୩ । ମହାକାଶ ବିଜ୍ଞାନ ଇତିହାସରେ ଯୋଡ଼ି ହେବ ନୂଆ ଫର୍ଦ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରାବଣ ଶୁକ୍ଳ ସପ୍ତମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ ଆଜି ଶ୍ରାବଣ ଶୁକ୍ଳ ସପ୍ତମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link