Published: Sep 29, 2025, 08:39 PM IST|Updated: Sep 29, 2025, 08:39 PM IST
CM Reaction: ଆଜି ଲୋକସେବା ଭବନରେ ବସିଥିବା କ୍ୟାବିନେଟ ବୈଠକରେ ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମୋହର ଲାଗିଛି । ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ ଓ ସଂଶୋଧନ ପାରିତ । କାରଖାନା ଆଇନ ୧୯୪୮ର ସଂଶୋଧନ ଆଇନ ମଧ୍ୟ ହେଲା ପାରିତ । ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ । ସେହିପରି ରାଜ୍ୟରେ ଶାରଦୀୟ ଦୁର୍ଗାପୂଜାର ମାହୋଲ ମଧ୍ୟରେ ରାଜ୍ୟ ସରକାର ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।