Weather Report: ସକ୍ରିୟ ରହିଛି ମୌସୁମୀ ବାୟୁ, ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ବର୍ଷା

Rashmita Sahoo Sat, 10 Aug 2024-5:13 pm,

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା। ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link