Weather Report: ବଙ୍ଗୋପସାଗରରେ ଆସିପାରେ ଦୁଇ ଦୁଇଟି ବଡ ଲଘୁଚାପ, ହେବ ପ୍ରବଳ ବର୍ଷା

Sat, 13 Jul 2024-5:26 pm,

ବଙ୍ଗୋପସାଗରରେ ଆସିପାରେ ଦୁଇ ଦୁଇଟି ବଡ ଲଘୁଚାପ। ସୂଚନା ଦେଲେ ପାଣିପାଗ ବିଶେଷଜ୍ଞ। ସୂଚନା ଅନୁସାରେ, ଜୁଲାଇ ୧୫ ତାରିଖ ସୁଦ୍ଧା ପଶ୍ଚିମ ବଙ୍ଗୋପସାଗରରେ ପ୍ରଥମ ଲଘୁଚାପ ସୃଷ୍ଟି ହୋଇପାରେ। ପ୍ରଭାବରେ କାଲିଠାରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ୧୫ ଓ ୧୬ ତାରିଖରେ ବର୍ଷାର ପରିମାଣ ଓ ବିସ୍ତୁତି ବୃଦ୍ଧି ପାଇବ। ଏହାର ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link