Weather Report: ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ୨୮ ଯାଏଁ ପ୍ରବଳ ବର୍ଷା

Fri, 26 Jul 2024-4:13 pm,

୨୮ ତାରିଖ ଯାଏ ରାଜ୍ୟରେ ଲାଗି ରହିବ ବର୍ଷାର ପ୍ରଭାବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଟ୍ବିନ ସିଟି ସମେତ ଅନେକ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି । ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆଗାମୀ ୩ ଦିନ ଅର୍ଥାତ୍ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସପ୍ତାହେ ପର୍ଯ୍ୟନ୍ତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link