Weather Report: ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ...ପୂରା ରାଜ୍ୟକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

Odisha Weather: ସେପ୍ଟେମ୍ବର ୨୯ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Recommended Videos