Published: Aug 03, 2025, 06:39 PM IST|Updated: Aug 03, 2025, 06:39 PM IST
Odisha Weather: ଅଗଷ୍ଟ ୩ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ ଓ ଗଜପତି । ଏହିସବୁ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।