Weather Report: ୩୬ ଡିଗ୍ରୀ ଉପରେ ୧୧ ସହର, ବର୍ଷା ପାଇଁ ଆଶ୍ୱସ୍ତ ହେଲା ରାଜଧାନୀ

Thu, 07 Mar 2024-7:26 pm,

ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନର ତାପମାତ୍ରା ବଢ଼ିବାରେ ଲାଗିଛି । ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁୁଚାପ ବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ କ୍ରମାଗତ ଭାବେ ପ୍ରବେଶ କରୁଛି । ଫଳରେ ଅନେକ ସ୍ଥାନରେ ମେଘୁଆ ପାଗ ସହ ହାଲୁକା ବର୍ଷା ହେଉଛି । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାତି ଓ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link