Weather Report: କାଲି ଏହି ଜିଲ୍ଲାମାନଙ୍କରେ ବର୍ଷା ହେବା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି.

ପ୍ରିୟମ୍ବଦା ରଣା Fri, 08 Dec 2023-8:14 pm,

Odisha Weather: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷ ଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ରାୟଗଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link