Weather Report: ଛନକା ପୂରାଇଲାଣି ବାତ୍ୟା! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

ପ୍ରିୟମ୍ବଦା ରଣା Wed, 29 Nov 2023-7:42 pm,

Cyclone Update: ବଙ୍ଗୋପସାଗରରେ ପୁଣି ଦେଖାଦେଲାଣି ବାତ୍ୟା ଭୟ। ଦକ୍ଷିଣ ଆଣ୍ଡାମାନ ସାଗରରରେ ସୃଷ୍ଟ ଲଘୁଚାପ ଆହୁରି ଅଧିକ ଘନୀଭୂତ ହୋଇ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଭାରତୀୟ ପାଣିପାଗ ବିଭାଗର ଆାକଳନ ଅନୁସାରେ ଆଜି ଏହି ଅବପାତ ତୀବ୍ର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link