Weather Report: ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ଏହି ସବୁ ଜିଲ୍ଲାରେ ଘନ କୁହୁଡି଼ ଆଶଙ୍କା! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

ପ୍ରିୟମ୍ବଦା ରଣା Jan 08, 2025, 19:09 PM IST

Weather Update: ରାଜ୍ୟରେ ଏବେ ବଢିବ ତାପମାତ୍ରା, କମିବ ଶୀତ। ଆସନ୍ତା ୪ ଦିନ ମଧ୍ୟରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ଟ୍ବିନ୍-ସିଟି କଟକ ଭୁବନେଶ୍ୱରରେ ଘନ କୁହୁଡି ହେବା ନେଇ ଆଲର୍ଟ ଜାରି କରାଯାଇଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link