Weather Report: ବଢିଲା ତାପମାତ୍ରା, ଆଗାମୀ ୪ ଦିନରେ ୫ ଡିଗ୍ରୀ ବୃଦ୍ଧି ଯାଏଁ ସମ୍ଭାବନା

Sun, 24 Mar 2024-3:00 pm,

ତତଲା କଢେଇରେ ଭାଜି ହେଉଛି ଓଡ଼ିଶା । ଆଗକୁ ଆହୁରି ବଢିବ ତାତି । ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରାରେ ୩ ରୁ ୫ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମାର୍ଚ୍ଚ ମାସ ଶେଷ ବେଳକୁ କିଛି ଅଞ୍ଚଳରେ ତାପମାତ୍ରା ୩୯ ରୁ ୪୦ ଡ଼ିଗ୍ରୀ ଯାଏଁ ଅନୁଭୂତ ହେବାର ସମ୍ଭାବନା ରହିଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link