Odisha Weather: ଆସନ୍ତା କାଲି ଏହି ସବୁ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଦେଲା ପାଣିପାଗ ବିଭାଗ

ପ୍ରିୟମ୍ବଦା ରଣା Mon, 20 Nov 2023-6:57 pm,

Weather Report: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା (Rain) ହେବା ନେଇ ସମ୍ଭାବନା ରହିଛି । ଫଳରେ ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଶଙ୍କା କରାଯାଉଛି । ସୂଚନା ଅନୁଯାୟୀ, ପଶ୍ଚିମା ଝଡ଼ ଓ ପୂର୍ବାଳୀ ତରଙ୍ଗାୟିତ ବାୟୁ ପ୍ରବାହ ପ୍ରଭାବରେ ରାଜ୍ୟରେ ସୋମବାର ଓ ମଙ୍ଗଳବାର ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା (slight rain) ହେବା ନେଇ ସମ୍ଭାବନା ରହିଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link