Phagu Dashami 2024: ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ଦେଖନ୍ତୁ ଏହି ଭିଡିଓ

ପ୍ରିୟମ୍ବଦା ରଣା Tue, 19 Mar 2024-10:36 am,

Phagu Dashami 2024: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଫଗୁ ଦଶମୀ। ଏଥିପାଇଁ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ ପ୍ରମୁଖ ଯାତ୍ରା । ଫଗୁ ଦଶମୀରେ ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବାପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିବେ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link