Bjd Leader: ନବୀନ ନିବାସ ଯିବା ବାଟରେ ବିଜେଡି ନେତ୍ରୀ ସଂଯୁକ୍ତା ମହଲଙ୍କୁ ଅଟକାଇଲା ପୋଲିସ

Sat, 22 Jul 2023-4:42 pm,

Police Stops BJD Leader Sanjukta Mahal's Vehicle At Traffic Square Bhubaneswar । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ବ୍ୟକ୍ତିଗତ ଓ ରାଜନୈତିକ ସମସ୍ୟା ନେଇ ଆଜି ଅଭିଯୋଗ କରିଛନ୍ତି ବିଜେଡି ନେତ୍ରୀ ସଂଯୁକ୍ତା ମହଲ | ପୋଲସରା ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ସହ ସମ୍ପର୍କ ଥିବାର ଅଭିଯୋଗ ଆଣି ଚର୍ଚ୍ଚାକୁ ଆସିଥିବା ସଂଯୁକ୍ତା ମହଲ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ କରିବା ପରେ କହିଛନ୍ତି ଯେ ସମସ୍ୟାର ସମାଧାନ ହେବା ନେଇ ପ୍ରତିଶୃତି ମିଳିଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link