Odisha Election 2024: ପାଣ୍ଡିଆନଙ୍କୁ ଧୋଇ ଦେଲେ ପ୍ରଦୀପ, ଦେଖନ୍ତୁ ଏହି ଭିଡିଓ

ପ୍ରିୟମ୍ବଦା ରଣା Wed, 01 May 2024-7:13 pm,

Odisha Election 2024: ମୁଖ୍ୟମନ୍ତ୍ରୀ ଓ ଭିକେ ପାଣ୍ଡିଆନଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିଜେପି ନେତା ତଥା ବ୍ରହ୍ମପୁରରୁ ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ। ଯଦି, ତାଙ୍କ ବିରୋଧରେ ଆରୋପ ଆସିଛି ତାହେଲେ ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କ ବିରୋଧରେ ବି ଅଭିଯୋଗ ଅଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link