୩ ଦିନିଆ ଓଡ଼ିଶା ଗସ୍ତରେ ମହାମହିମ ରାଷ୍ଟ୍ରପତି

Thu, 04 May 2023-1:43 pm,

୩ ଦିନିଆ ଓଡ଼ିଶା ଗସ୍ତରେ ମହାମହିମ ରାଷ୍ଟ୍ରପତି। ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ପ୍ରଥମ ଥର ମୟୂରଭଞ୍ଜ ଗସ୍ତରେ ଆସିଛନ୍ତି। ମୟୂରଭଞ୍ଜରେ ପହଞ୍ଚିବା ପରେ ପାରମ୍ପରିକ ନୃତ୍ୟ ଗୀତ ସହ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ କରାଯାଇଛି। ହେଲିପ୍ୟାଡରେ ଓହ୍ଲାଇବା ପରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା। ଟ୍ରାଇବାଲ୍‌ ଡେଭଲପ୍‌ମେଣ୍ଟ ପ୍ରୋଜେକ୍ଟ କମ୍ୟୁନିଟି ସେଣ୍ଟରର ଉଦ୍‌ଘାଟନ କଲେ ରାଷ୍ଟ୍ରପତି। ଲାଇଭ୍‌ଲିହୁଡ୍‌ ପ୍ରୋଗ୍ରାମର ମଧ୍ୟ ଉଦଘାଟନ କରିଛନ୍ତି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link