Video: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କିଣିଲେ ମାଟି ଦୀପ, ଦେଖନ୍ତୁ ଭିଡିଓ

ସୌଭାଗ୍ୟ ରଞ୍ଜନ ମିଶ୍ର Sat, 16 Sep 2023-11:00 pm,

Video: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଭୁବନେଶ୍ୱରର କପିଳାପ୍ରସାଦରେ ମୂର୍ତ୍ତୀ ଗଢୁଥିବା କାରିଗରମାନଙ୍କୁ ଭେଟି ସେମାନଙ୍କ ସମ୍ମୁଖୀନ ହେଉଥିବା ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ଆଲୋଚନା ସମୟରେ ରେଳ ମନ୍ତ୍ରୀ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ଏବଂ ଏହାର ଉପକାରିତା ବିଷୟରେ କହିଥିଲେ। ମନ୍ତ୍ରୀ କହିଥିଲେ ଯେ, କାରିଗର ଏବଂ କୁଶଳୀ ଶ୍ରମିକମାନଙ୍କୁ ବିଶ୍ୱକର୍ମା ସମ୍ପ୍ରଦାୟର ଆର୍ଥିକ ସହାୟତା ଯୋଗାଇବା ପାଇଁ ଏକ କେନ୍ଦ୍ର ସରକାରୀ ଯୋଜନା ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link