ବାତ୍ୟା ପ୍ରସ୍ତୁତି ନେଇ ସୂଚନା ପ୍ରଦାନ କଲେ ସୁରେଶ ପୂଜାରୀ
ବାତ୍ୟା ପ୍ରସ୍ତୁତି ନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ରିଲିଫ ସେଣ୍ଟରରେ ମହିଳା ପୁଲିସ ମୁତୟନ ହୋଇଛନ୍ତି। ସ୍ଥାନାନ୍ତର ପ୍ରକ୍ରିୟା ଜାରି ରହିଛି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ଅଧିକ ସ୍ଥାନାନ୍ତର କରିବାକୁ ପଡ଼ିବ ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।