Samalei Project: ୨୭ରେ ଲୋକାର୍ପଣ ହେବ ସମଲେଇ ପ୍ରକଳ୍ପ, ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି

Wed, 17 Jan 2024-2:52 pm,

ଆସନ୍ତା ୨୭ ତାରିଖ ରେ ଲୋକାର୍ପଣ ହେବ ସମଲେଇ ପ୍ରକଳ୍ପ |ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ |ସେଥିପାଇଁ ସମ୍ବଲପୁର ଜିଲ୍ଲା ପ୍ରଶାସନ ତରଫରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି | ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡକ୍ଟର ସୁରେଶ ଚନ୍ଦ୍ର ଦଳେଇ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ଏହି ବୈଠକ ରେ ବିଭିନ୍ନ ବିଭାଗ ର ଅଧିକାରୀ ମାନେ ଯୋଗ ଦେଇଥିଲେ | ମୁଖ୍ୟମନ୍ତ୍ରୀ ଙ୍କ ଗସ୍ତ କୁ ନେଇ ଚଳ ଚଞ୍ଚଳ ହୋଇଛି ଜିଲ୍ଲା ପ୍ରଶାସନ | ଅତିଥି ଙ୍କର ସମାଗମ ହେଉଥିବା କାରଣରୁ ସମସ୍ତ କାର୍ଯ୍ୟ ତ୍ୱରାନ୍ୱିତ କରାଯାଉଛି |

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link