Sand Art: ଦେଶର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନେଇ ବାଲୁକାକଳାରେ ବାର୍ତ୍ତା ଦେଲେ ବାଲୁକାଶିଳ୍ପୀ

ଆଜିଠାରୁ ଦେଶର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି ଉପଲକ୍ଷେ ପୁରୀ ସ୍ୱର୍ଣ୍ନାଭ ବେଳାଭୂମିରେ ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏକ ଆକର୍ଷଣୀୟ ବାଲୁକାକଳା ନିର୍ମାଣ କରି ସେଥିରେ ସଚେତନତାର ଵାର୍ତ୍ତା ଦେଇଛନ୍ତି। ସମସ୍ତେ ଗଣତନ୍ତ୍ରର ଏହି ମହାନ୍ ପର୍ବରେ ସାମିଲ୍ ହୋଇ ନିଜ ଅଧିକାର ତଥା ମତଦାନ କରିବାକୁ ସୁଦର୍ଶନ ତାଙ୍କ ବାଲୁକାକଳାରେ ବାର୍ତ୍ତା ଦେଇଛନ୍ତି। ବିଶେଷ କରି ଯୁବପିଢ଼ି ମାନଙ୍କୁ ଏହି ମତଦାନ ପ୍ରକ୍ରିୟାରେ ସାମିଲ ହେବାକୁ ସୁଦର୍ଶନ ଅନୁରୋଧ କରିଛନ୍ତି। ସୁଦର୍ଶନ ତାଙ୍କ ବାଲୁକାକଳାରେ DESH KA GARV ଏବଂ I VOTE FOR SUREର ବାର୍ତ୍ତା ଦେଇ ସମସ୍ତଙ୍କୁ ସଚେତନ କରିଛନ୍ତି। ତେବେ ଏହି ଆକର୍ଷଣୀୟ ବାଲୁକାକଳାକୁ ଦେଖିବାକୁ ବେଳାଭୂମିରେ ପର୍ଯ୍ୟଟକଙ୍କ ଭିଡ ପରିଲକ୍ଷିତ
See more

Recommended Videos