Cyclone michaung Update: ସମ୍ଭାବ୍ୟ ବାତ୍ୟା ପାଇଁ ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ..

ପ୍ରିୟମ୍ବଦା ରଣା Tue, 05 Dec 2023-3:01 pm,

Cyclone michaung: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ମିଗଜୋମ୍ । ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ତାମିଲନାଡ଼ୁରେ ବର୍ଷା ଭାରିମାତ୍ରାରେ ଜାରି ରହିଛି । ଦକ୍ଷିଣ ଓଡ଼ିଶା ଉପରେ ବାତ୍ୟା ମିଗଜୋମ୍ ପ୍ରଭାବ ମଧ୍ୟ ରହିଛି । ଏହାକୁ ଦୃଷ୍ଟିରେ ରଖି ଗଜପତିରେ ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନୱାଡ଼ିକୁ ଛୁଟି ଘୋଷଣା କରିଛନ୍ତି ଗଜପତି ଜିଲ୍ଲା ପ୍ରଶାସନ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link