Video: ମହୁଆ ପାଣି ଗୀତରେ କମାଲ କଲେ ସ୍କୁଲ ଝିଅ, ଦେଖନ୍ତୁ ଭିଡିଓ

ସୌଭାଗ୍ୟ ରଞ୍ଜନ ମିଶ୍ର Sat, 31 Aug 2024-8:53 pm,

Video: ନିଜ ଦମଦାର ନୃତ୍ୟ ପାଇଁ ବର୍ତ୍ତମାନ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଅଛନ୍ତି ଏହି କୁନି ଝିଅ । ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଝିଅଟିର ଭିଡିଓ ଖୁବ ଭାଇରାଲ୍ ହେବାରେ ଲାଗିଛି । ପ୍ରଶଂସକମାନେ ଝିଅଟିକୁ ଅନେକ ଭଲ ପାଇବା ଦେଉଥିବା କମେଣ୍ଟ ବକ୍ସରେ ଦେଖିବାକୁ ମିଳିଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link