Sura Routray: ଭୋଟ ଦେଲେ, ମୁଖ୍ୟମନ୍ତ୍ରୀ ନବୀନଙ୍କ ସହ ପାଣ୍ଡିଆନଙ୍କୁ ପ୍ରଂଶସା କଲେ ସୁର

Sat, 25 May 2024-1:52 pm,

ବେଗୁନିଆ ନିର୍ବାଚନ ମଣ୍ଡଳୀର ବିଜେଡ଼ି ବିଧାୟକ ପ୍ରାର୍ଥୀ ପ୍ରଦୀପ ସାହୁ ଭୋଟଦାନ କେନ୍ଦ୍ରକୁ ଆସି ନିଜର ମତ ସାବ୍ୟସ୍ତ କଲେ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link