Bus Accident: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍, ୩୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ

Sun, 11 Feb 2024-7:13 pm,

ରାଉରକେଲା ରୁ କୁସୁମୀ ଯାଉଥିବା ବେଳେ କଲୁଙ୍ଗା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣା ରେ ୩୦ରୁ ଉର୍ଦ୍ଧ ଯାତ୍ରୀ ଆହତ ହୋଇଥିବା ବେଳେ ବସ୍ କୁ ବାଜି ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଜଣେ କାର ଡ୍ରାଇଭର ଗୁରୁତର ହୋଇଛନ୍ତି। ସମସ୍ତ ଆହତ ଓ ଗୁରୁତରଙ୍କୁ ନିକଟସ୍ତ ବେସରକାରୀ ଓ ସରକାରୀ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସମସ୍ତ ଆହତ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link