Video: ପତିତପାବନଙ୍କ ମଙ୍ଗଳ ଆଳତୀ କରନ୍ତୁ ଦର୍ଶନ, ମଙ୍ଗଳମୟ ହେବ ଆପଣଙ୍କ ଦିନ

ପ୍ରଭୁଦତ୍ତ ମହାରଣା Mon, 18 Mar 2024-8:05 am,

ଜଗତର ନାଥ ଜଗନ୍ନାଥ ଶ୍ରୀ ଜଗନ୍ନାଥ । ପ୍ରତ୍ୟେକ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ଶ୍ରୀମନ୍ଦିର ଦ୍ୱାର ଫିଟା ନୀତି ଓ ପତିତପାବନଙ୍କ ନିକଟରେ ମଙ୍ଗଳ ଆଳତୀ ସମାପନ ହୋଇଛି । ସକାଳୁ ମହାପ୍ରଭୁଙ୍କ ମଙ୍ଗଳାଳତୀ ଦର୍ଶନ କରି ଭକ୍ତମାନେ ସାନିଧ୍ୟ ଲାଭ କରିଛନ୍ତି। ତେବେ ମହାପ୍ରଭୁଙ୍କ ଏହି ଦିବ୍ୟ ମଙ୍ଗଳାଳତୀ ଦର୍ଶନ କରି ଦିନଚର୍ଯ୍ଯା ଆରମ୍ଭ କଲେ ପୁଣ୍ୟଫଳ ପ୍ରାପ୍ତ ମିଳିଥାଏ ବୋଲି ବିଶ୍ବାସ ରହିଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link