Video: ମହାପ୍ରଭୁଙ୍କ ମଙ୍ଗଳାଳତୀ ଦର୍ଶନରୁ ଆରମ୍ଭ କରନ୍ତୁ ଆପଣଙ୍କ ଦିନ

Thu, 21 Mar 2024-8:53 am,

ପ୍ରତ୍ୟେକ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ଶ୍ରୀମନ୍ଦିର ଦ୍ୱାର ଫିଟା ନୀତି ଓ ପତିତପାବନଙ୍କ ନିକଟରେ ମଙ୍ଗଳ ଆଳତୀ ସମାପନ ହୋଇଛି । ସକାଳୁ ମହାପ୍ରଭୁଙ୍କ ମଙ୍ଗଳାଳତୀ ଦର୍ଶନ କରି ଭକ୍ତମାନେ ସାନିଧ୍ୟ ଲାଭ କରିଛନ୍ତି। ତେବେ ମହାପ୍ରଭୁଙ୍କ ଏହି ଦିବ୍ୟ ମଙ୍ଗଳାଳତୀ ଦର୍ଶନ କରି ଦିନଚର୍ଯ୍ଯା ଆରମ୍ଭ କଲେ ପୁଣ୍ୟଫଳ ପ୍ରାପ୍ତ ମିଳିଥାଏ ବୋଲି ବିଶ୍ବାସ ରହିଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link