Video: ଭିଜିଲାନ୍ସ ଜାଲରେ GST ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀ

Jagdish Barik Sat, 17 Aug 2024-11:00 pm,

Vigilance Raid Assistant Commissioner of CT & GST Video: ସରକାରୀ ଅର୍ଥ ହଡପ ଅଭିଯୋଗରେ ଭିଜିଲାନ୍ସ ରେଡ୍ । CT GST ଏନଫୋର୍ସ ୟୁନିଟର ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ। ଭୁବନେଶ୍ବର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ବିନୟ ଭୂଷଣଙ୍କର ଭୁବନେଶ୍ୱର ୟୁନିଟ୍ ୨ରେ ଥିବା କ୍ୱାର୍ଟର୍ସ ଓ ଖୋର୍ଦ୍ଧାରେ ଥିବା ପୈତୃକ ଘର ସମେତ ୫ଟି ସ୍ଥାନରେ ଚଢ଼ାଉ କରାଯାଇଛି। କଟକ ଭିଜିଲାନ୍ସ ଡିଭଜନ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ଚଢ଼ାଉ ବିଭିନ୍ନ କମ୍ପାନୀର କିଛି ଡକ୍ୟୁମେଣ୍ଟ ଓ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଛି।  

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link