Viral Video: ପ୍ରବଳ ବର୍ଷାରେ ଛତା ଧରି ସାତଫେରା ନେଲା ବର-କନିଆଁ; ଭିଡ଼ିଓ ଦେଖି ଆପଣ ବି ହେବେ ଆଶ୍ଚର୍ଯ୍ୟ!

Jagdish Barik May 04, 2023, 18:31 PM IST

Heavy Rain Wedding Video: ଏହି ନିଆରା ବିବାହର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆର ବିଭିନ୍ନ ପ୍ଲାଟଫର୍ମରେ ଜୋରଦାର ଭାଇରାଲ ହେବାରେ ଲାଗିଛି । ଏହାକୁ ଦେଖିବା ପରେ ଲୋକମାନେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ରଖୁଛନ୍ତି । ଆପଣ ମଧ୍ୟ ଦେଖନ୍ତୁ ଏହି ଭିଡିଓ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link