Viral Video: ସୋସିଆଲ ମିଡିଆରେ ବିଜେଡି ନେତା ଭିକେ ପାଣ୍ଡିଆନଙ୍କର ଏହି ଭିଡିଓ...

ପ୍ରିୟମ୍ବଦା ରଣା Wed, 29 May 2024-5:14 pm,

Odisha News: ସୋସିଆଲ ମିଡିଆରେ ବିଜେଡି ନେତା ଭିକେ ପାଣ୍ଡିଆନ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏକ ଭିଡିଓ ଖୁବ୍ ଜୋରରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓକୁ ଏବେ ବିରୋଧୀ ଅସ୍ତ୍ର କରି ବିଜେଡି ଓ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍ କରିବାରେ ଲାଗିଛନ୍ତି। ଦେଖନ୍ତୁ ଏହି ଭିଡିଓ...

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link