Netaji Bus Terminal: କଟକ ନେତାଜୀ ବସ୍ ଟର୍ମିନାଲକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ଦେଖନ୍ତୁ ଭିଡିଓ

Jagdish Barik Sat, 16 Sep 2023-9:20 pm,

Cuttack Netaji Bus Terminal Video: ଲୋକାର୍ପିତ ହେଲା କଟକ ନେତାଜୀ ବସ୍ ଟର୍ମିନାଲ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲୋକାର୍ପଣ କରିଛନ୍ତି । ପ୍ରାୟ ୯୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ରାଜ୍ୟର ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link