Naveen Patnaik Video: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧି ଦଳ ନେତା ନବୀନ ପଟ୍ଟନାୟକ ସୁସ୍ଥ ହୋଇ ନବୀନ ନିବାସ ଫେରିଛନ୍ତି। ଡିହାଇଡ୍ରେସନ୍ ଯୋଗୁଁ କିଛି ଦିନ ହେବ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। PM ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଆଶୁ ଆରୋଗ୍ୟ କାମନା କରିଥିଲେ। ଫେରିବା ସମୟରେ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଧନ୍ୟବାଦ କହିଛନ୍ତି। ଦେଖନ୍ତୁ ଏହି ଭିଡିଓ।