Srimandir: ପତିତବାବନଙ୍କ ମଙ୍ଗଳାଳତୀ ଦର୍ଶନ ଓ ମହାପ୍ରଭୂଙ୍କ ଦ୍ୱାର ଫିଟା ଦର୍ଶନ ଆରମ୍ଭ କରନ୍ତୁ ଆପଣଙ୍କ ଦିନ, ଦେଖନ୍ତୁ ଏହି ସୁନ୍ଦର ଭିଡିଓ

ପ୍ରିୟମ୍ବଦା ରଣା Wed, 17 Jan 2024-7:49 am,

ପ୍ରତ୍ୟେକ ଦିନ ପରି ଆଜି ମଧ୍ୟ ଜୟ ଜଗନ୍ନାଥ ସିଂହଦ୍ୱାର ଫିଟା ନୀତି ଭିତରଛ ମହାପାତ୍ରଙ୍କ ଦ୍ୱାରା 2:30 AM ରେ ସମାପନ ହୋଇଛି । ସକାଳୁ ମହାପ୍ରଭୁଙ୍କ ମଙ୍ଗଳାଳତୀ ଦର୍ଶନ କରି ଭକ୍ତମାନେ ସାନିଧ୍ୟ ଲାଭ କରିଛନ୍ତି। ତେବେ ମହାପ୍ରଭୁଙ୍କ ଏହି ଦିବ୍ୟ ମଙ୍ଗଳାଳତୀ ଦର୍ଶନ କରି ଦିନଚର୍ଯ୍ଯା ଆରମ୍ଭ କଲେ ପୁଣ୍ୟଫଳ ପ୍ରାପ୍ତ ମିଳିଥାଏ ବୋଲି ବିଶ୍ବାସ ରହିଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link