Varsha Priyadarshini:ଜୋରସୋରରେ ଚାଲିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପ୍ରଚାର, ଘର ଘର ବୁଲି କରୁଛନ୍ତି ଭୋଟ୍ ଭିକ୍ଷା...

ପ୍ରିୟମ୍ବଦା ରଣା Fri, 17 May 2024-5:46 pm,

Varsha Priyadarshini: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ସବୁବେଳେ ସୋସିଆଲ ମିଡିଆରେ ସକ୍ରିୟ ରହିଥାନ୍ତି । ଅନେକ ସମୟରେ ସେ ଭିଡିଓ ଓ ଫଟୋ ସେୟାର କରିଥାନ୍ତି । ବଡ଼ଚଣାରୁ ବିଧାୟିକା ପ୍ରାର୍ଥୀ ଭାବେ ବିଜେଡିରୁ ଟିକେଟ ପାଇବା ପରେ ଲୋକପ୍ରିୟ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଘର ଘର ବୁଲି ଜନତାଙ୍କ ଠାରୁ ଆର୍ଶୀବାଦ ଭିକ୍ଷା କରିଛନ୍ତି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link