Weather Report: ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ଏହି ସବୁ ଜିଲ୍ଲାରେ ବର୍ଷା ଆଶଙ୍କା! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

ପ୍ରିୟମ୍ବଦା ରଣା Feb 28, 2024, 19:00 PM IST

Weather Report: ଆଜିଠାରୁ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତ ଶୁଖିଲା ରହିବା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ମଧ୍ୟରେ ପଶ୍ଚିମା ଝଡ଼ ପ୍ରଭାବରୁ ୨୯ ତାରିଖରେ ଦକ୍ଷିଣ ଆଭ୍ୟନ୍ତରିଣ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ନୂଆପଡା, କଳାହାଣ୍ତି, ବଲାଙ୍ଗୀର, ନବରଙ୍ଗପୁର, ରାୟଗଡା ଓ କୋରାପୁଟରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ। ପାଣିପାଗ ବିଭାଗ ପକ୍ଷରୁ ବୁଲେଟିନ୍ ଜାରି କରି କୁହାଯାଇଛି ଯେ, ୩ ତାରିଖ ଯାଏଁ ରାଜ୍ୟରେ ପାଗ ମୁଖ୍ୟତ ଶୁଖିଲା ରହିବା ସହ ତାପମାତ୍ରାରେ କିଛି ବିଶେଷ ପରିବର୍ତ୍ତନ ହେବ ନାହିଁ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link