Weather Report: ଘଡ଼ଘଡ଼ି ପବନ ସହ ପ୍ରବଳ ବର୍ଷା, ଏହି ସବୁ ଜିଲ୍ଲା ପାଇଁ ଆଲର୍ଟ ଜାରି, ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ...

Weather Report: ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ପାଣିପାଗ ରିପୋର୍ଟ ଅନୁସାରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ତା’ ପଛକୁ ଦାନା ବାନ୍ଧୁଛି ଆଉ ଗୋଟିଏ ଲଘୁଚାପ। ଏ ନେଇ ଗୁରୁବାର ସେପ୍ଟେମ୍ବର ୨୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୨୭ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।ଆସନ୍ତା ୨୫ ତାରିଖ ପାଖାପାଖି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି, ଯାହାକି ୨୬ ତାରିଖ ପାଖାପାଖି ଅବପାତରେ ପରିଣତ ହେବାର

See more

Recommended Videos