Weather Report: ବଢିବ ଥଣ୍ଡା, ଆସନ୍ତା ୨୮ ଓ ୨୯ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା, ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ

ପ୍ରିୟମ୍ବଦା ରଣା Nov 27, 2024, 18:44 PM IST

Weather Update: ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ତେବେ, ଏହାରି ଭିତରେ ଆଂଚଳିକ ପାଣିପାଗ ବିଭାଗ ଏକ ଆଶ୍ଚର୍ଯ୍ୟ କଲା ପରି ଖବର ଦେଇଛି। ଆସନ୍ତା ୨୮ ଓ ୨୯ ତାରିଖରେ ରାଜ୍ୟରେ ହାଲୁକା ବର୍ଷା ହୋଇପାରେ। ୨୮ରେ ଭଦ୍ରକ,କେନ୍ଦ୍ରାପଡା, ପୁରୀ, ବାଲେଶ୍ବର, ଜଗତସିଂହପୁର, ଗଂଜାମ ଓ ଗଜପତିରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଏହା ପୂର୍ବାନୁମାନ କରିଛି। 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link