Weather Report: ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ଏହି ସବୁ ଜିଲ୍ଲାରେ ବର୍ଷା ଆଶଙ୍କା! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..
Weather Update: ରାଜ୍ୟରେ ଜାରି ରହିଛି ଶୀତ ବର୍ଷାର ଲୁଚକାଳି ଖେଳ। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଆଜି ଠାରୁ ରାଜ୍ୟରେ ବର୍ଷା ହେବ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୦ ତାରିଖ ଯାଏଁ ଉପକୂଳ ଓଡି଼ଶା, ଆଭ୍ୟନ୍ତରୀଣ ଓଡି଼ଶା ଓ ଦକ୍ଷିଣ ଓଡି଼ଶାରେ ବର୍ଷା ହୋଇପାରେ।