Tu Khara Mu Chhai : ଜୀ ସାର୍ଥକର `ତୁ ଖରା ମୁଁ ଛାଇ` ସିରିଏଲର ୪୦୦ଏପିସୋଡ ପାର୍

Fri, 05 Apr 2024-3:39 pm,

ଓଡ଼ିଶାର ଘରେ ଘରେ ଲୋକପ୍ରିୟ ଓଡ଼ିଆ ଚ୍ଯାନେଲ ଜୀ ସାର୍ଥକରେ ସଫଳତାର ସହିତ ଆଗେଇ ଚାଲିଛି ଧାରାବାହିକ ‘ତୁ ଖରା ମୁଁ ଛାଇ’ । ସୋମବାରରୁ ଶନିବାର ରାତି ୮:୩୦ ରେ ପ୍ରସାରିତ ଭିନ୍ନ ଧରଣର ଏହି ଧାରାବାହିକ କାହାଣୀର ମୁଖ୍ୟ ଚରିତ୍ରରେ ନଜର ଆସିଛନ୍ତି ଏଜେ ଓ ମାନିନୀ । ସମୟର ଅଗ୍ରଗତି ସହ କାହାଣୀର ଗତି ମଧ୍ୟ ଆଗକୁ ବଢି ଚାଲିଛି । ଅନେକ ରୋଚକ ମୋଡ଼ ସହ ଦର୍ଶକଙ୍କ ମନ ଜିତିବାରେ ସଫଳ ହୋଇ ‘ତୁ ଖରା ମୁଁ ଛାଇ’ ୪୦୦ ଅଧ୍ୟାୟର ପୂର୍ଣ୍ଣ କରିଛି । ଆପଣଙ୍କର ଏହି ସହଯୋଗ ଓ ଭଲପାଇବା ଏହି ମେଗା ଧାରାବାହିକାକୁ ଆଗକୁ ନେବାକୁ ଆମକୁ ପ୍ରେରଣା ଯୋଗାଇଆସୁଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link