• ବଙ୍ଗୋପସାଗରରେ ସକ୍ରୀୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି
  • ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା
  • ୩୦ ତାରିଖ ଯାଏ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ପୁରୀ ଜିଲ୍ଲା ବଳଙ୍ଗା ଥାନାରେ ବିସ୍ଫୋରଣ ଘଟଣା
  • ଅତିରିକ୍ତ SP ତଦନ୍ତ କରୁଛନ୍ତି, ସନ୍ଧ୍ୟା ସୁଦ୍ଧା ରିପୋର୍ଟ
  • କଳାହାଣ୍ଡି ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ବିଭାଗ ଓଭରସିଅର ନିଖୋଜ
  • ଗତ ୨୨ ତାରିଖ ଦିନଠାରୁ ଧନୁର୍ଜ୍ୟ ଧୋବାଙ୍କ ପତ୍ତା ମିଳୁନଥିବା ଅଭିଯୋଗ
  • ରାଜ୍ୟରେ ଦିନକରେ ଆଉ ୫୪୫ କୋରୋନା ଆକ୍ରାନ୍ତ ଚିହ୍ନଟ
  • ନୂଆପଡ଼ା ଗୋଧଁସ ଜଳପ୍ରପାତରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର
  • ଉଭୟ ଛତିଶଗଡ଼ ଠୁଆପାଣି ଅଞ୍ଚଳର ହୋଇଥିବା ଜଣାପଡିଛି

ସାରା ଦିନର ଗୁରୁତ୍ୱପୂର୍ଣ୍ଣ ଖବର ଜାଣିବା ପାଇଁ ଦେଖନ୍ତୁ ଏହି ହେଡଲାଇନ୍ସ