Weather Update: ଆଜି ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

Weather Update: ଆଜି ଉତ୍ତର ଓଡି଼ଶାରେ ହାଲୁକା ବର୍ଷା ନେଇ ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ସମେତ ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ ବୌଦ୍ଧର କିଛି ସ୍ଥାନରେ କାଁ ଭାଁ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ଆକଳନ କରିଛି ।

Weather Update: ଆଜି ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

About the Author