Weather Report: ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା, ସତର୍କ ସୂଚନା ଦେଲା ପାଣିପାଗ ବିଭାଗ..

Weather Report: ଦୁଇଦିନର ପ୍ରବଳ ତାତିପରେ ଆଜିଠୁ ରାଜ୍ଯରେ ବଦଳିବାକୁ ଯାଉଛି ପାଣିପାଗ। ଆଜି ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗୁରୁବାର ଉପକୂଳ ଓ ଆଭ୍ଯନ୍ତରୀଣ ଓଡ଼ିଶାରେ ଆକାଶ ମେଘୁଆ ରହିବା ସହିତ ହାଲୁକା କୁହୁଡ଼ି ଦେଖିବାକୁ ମିଳିଥିଲା।

Weather Report: ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା, ସତର୍କ ସୂଚନା ଦେଲା ପାଣିପାଗ ବିଭାଗ..

About the Author