Weather Update: ଆଜି ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି

Weather Update: ରାଜ୍ୟରେ ଏବେ କ୍ରମାଗତ ଭାବେ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ଅଧିକାଂଶ ଜିଲ୍ଲାରେ ଭାରି ବର୍ଷା ରେକର୍ଡ଼ କରାଯାଇଛି। ଏବଂ ଆଜି ୪ ଜିଲ୍ଲାକୁ ଘଡଘଡି ସାଙ୍ଗକୁ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ସୁନ୍ଦରଗଡ, କେନ୍ଦୁଝର, ମୟୂରଭଂଜ ଓ ବାଲେଶ୍ବରକୁ ବିଜୁଳି ଘଡଘଡି ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି।

Weather Update: ଆଜି ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି

About the Author