Advertisement
Photo Details/zeeodisha/odisha2805795
photoDetails0hindi

Odisha Weather Update: ଆଜି ଭୀଷଣ ବର୍ଷା; ୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି


Odisha Weather Update: ରାଜ୍ୟରେ ଲଘୁଚାପ ସକ୍ରିୟ ରହିଛି । ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି । ଆଜି ୭ ଜିଲ୍ଲାରେ ଭୀଷଣ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। 

1/7

ଆଜି ପାଇଁ ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁରରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । 

2/7

ପ୍ରବଳ ବର୍ଷା ସହ ବ୍ରଜପାତ ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ । 

3/7

ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

4/7

ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁରରେ ପ୍ରବଳ ବର୍ଷା ହେବ । 

5/7

ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ । ସେହିପରି ଅନ୍ୟ ୭ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । 

6/7

ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ । 

7/7

ଆସନ୍ତାକାଲି ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । 

 

;