Advertisement
Article Detail0/zeeodisha/odisha2299806
Zee OdishaWeatherWeather Report: ଆଜିଠୁ ମୌସୁମୀ ଜନିତ ବର୍ଷା, ଏହି ସବୁ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି..

Weather Report: ଆଜିଠୁ ମୌସୁମୀ ଜନିତ ବର୍ଷା, ଏହି ସବୁ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି..

Weather Report: ରାଜ୍ୟର ୨୪ ଜିଲ୍ଲାରେ ମୌସୁମୀ ଜନିତ ବର୍ଷା ହେବା ନେଇ ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। ଆଜି ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ମାଲକାନାଗିରି, ମାଲକାନଗିରି, ବଲାଙ୍ଗିର, ବୌଦ୍ଧ, କୋରାପୁଟ,କଳାହାଣ୍ଡି, ସମ୍ବଲପୁର, ସମ୍ବଲପୁର, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, ଢେଙ୍କାନାଳ, ସୋନପୁରରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ବିଭାଗ।

Weather Report: ଆଜିଠୁ ମୌସୁମୀ ଜନିତ ବର୍ଷା, ଏହି ସବୁ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି..

Weather Report: ରାଜ୍ୟରେ ପ୍ରବେଶ କରି ସାରିଛି ମୌସୁମୀ। ବୁଧବାର ସୁଦ୍ଧା ପ୍ରାୟ ସମସ୍ତ ଜିଲ୍ଲାକୁ ମୌସୁମୀ ଛୁଇଁଛି। ଏହାର ପ୍ରଭାବରେ ତମାମ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡିଶାର ବହୁ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ଜିଲ୍ଲାକୁ ଛାଡ଼ିଦେଲେ ଅନ୍ୟ ସମସ୍ତ ଜିଲ୍ଲାରେ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ୨୦ ତାରିଖ ବେଳକୁ ସମସ୍ତ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି ବିଭାଗ।

ସେପଟେ ଆଜି ରାଜ୍ୟର ୨୪ ଜିଲ୍ଲାରେ ମୌସୁମୀ ଜନିତ ବର୍ଷା ହେବା ନେଇ ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। । ଆଜି ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ମାଲକାନାଗିରି, ମାଲକାନଗିରି, ବଲାଙ୍ଗିର, ବୌଦ୍ଧ, କୋରାପୁଟ,କଳାହାଣ୍ଡି, ସମ୍ବଲପୁର, ସମ୍ବଲପୁର, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, ଢେଙ୍କାନାଳ, ସୋନପୁରରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ବିଭାଗ।

 

Add Zee News as a Preferred Source

ସେପଟେ ନୟାଗଡ଼ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ,କେନ୍ଦୁଝର, କେନ୍ଦ୍ରାପଡ଼ା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସମୟରେ ପବନର ବେଗ ୩୦ ରୁ ୪୦ କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି।

About the Author